ନଭେମ୍ବର ମାସ ୨୩ ତାରିଖ ୨୦୨୨ ମସିହା(ବୁଧବାର)*

 

*🌹🌼👉ମହାବୀର ପଞ୍ଜିକା👈🌼🌹*

 *ଅଦ୍ୟ ନଭେମ୍ବର ମାସ ୨୩ ତାରିଖ ୨୦୨୨ ମସିହା(ବୁଧବାର)*

*ଶକାବ୍ଦ -୧୯୪୪* 

*ସମ୍ବତ -୨୦୭୯*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ଅନଳ*

*ମାର୍ଗଶିର-କୃଷ୍ଣପକ୍ଷ*

*ତିଥି- ଚତୁର୍ଦ୍ଦଶୀ ଦିବା ଘ୦୭/୦୨ ଗତେ ଅମାବାସ୍ୟା*

*ନକ୍ଷତ୍ର- ବିଶାଖା ରାତ୍ରି ଘ୧୦/୧୪ ଗତେ ଅନୁରାଧା*

*ଚନ୍ଦ୍ର- ତୁଳା ଦିବା ଘ୦୪/୪୧ ଗତେ ବିଛା*

*ଯୋଗ- ଶୋଭନ*

*କରଣ - ଶକୁନି*

*ସୌରମାସ- ବିଛା ୦୮ ଦିନ* 

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୩/୫୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୦୦*

*✧═════•❁❀

*ଯୋଗିନୀ ପଶ୍ଚିମେ ଦିବା ଘ୦୮/୦୨ ଗତେ ଐଶାନ୍ୟେ*

*କର୍କଟ ରାଶିର ଘାତବାର*

 *ଅମାବାସ୍ୟା ର ସମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ*

✧═════•❁❀❁•═══

*କାଳବେଳା -ଦିବା ଘ୦୮/୪୭ ଗତେ ଘ୧୦/୦୯ ମଧ୍ୟେ*

*ବାରବେଳା - ଦିବା ଘ ୧୧/୩୪ ଗତେ ଘ୧୨/୫୪ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୫୦ ମଧ୍ୟେ ଓ ଘ୦୭/୫୦ ଗତେ ଘ୦୮/୨୮ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୫୧ ଗତେ ଘ୦୭/୪୦ ମଧ୍ୟେ ଓ ଘ୦୨/୦୪ ଗତେ ଘ୦୪/୩୦ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ବିରି ଦିବା ଘ ୦୭/୦୨ ଗତେ ଆମିଷ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

    *✧═════•❁❀❁•═════✧*

*🌷ମେଷ🌷👉 – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*

*✧═════•❁❀❁•═════✧*

*🌷ବୃଷ🌷👉 – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*

*✧═════•❁❀❁•═════✧*

*🌷ମିଥୁନ🌷👉 – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*

*✧═════•❁❀❁•═════✧*

*🌷କର୍କଟ🌷👉 – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |* 

*✧═════•❁❀❁•═════✧*

*🌷ସିଂହ🌷👉 – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |* 

*✧═════•❁❀❁•═════✧*

*🌷କନ୍ୟା🌷👉 – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।*

*✧═════•❁❀❁•═════✧*

*🌷ତୁଳା🌷👉 – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*

*✧═════•❁❀❁•═════✧*

*🌷ବିଛା🌷👉 – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।*

*✧═════•❁❀❁•═════✧*

*🌷ଧନୁ🌷👉 – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।*

*✧═════•❁❀❁•═════✧*

*🌷ମକର🌷👉 – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*

*✧═════•❁❀❁•═════✧*

*🌷କୁମ୍ଭ 🌷👉– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |*

*✧═════•❁❀❁•═════✧*

*🌷ମୀନ🌷👉 – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |*

Comments

Popular posts from this blog

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୩ ମସିହା(ସୋମବାର)*ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୧ ତାରିଖ ୨୦୨୩ ମସିହା((ଗୁରୁବାର)