ନଭେମ୍ବର ମାସ ୨୫ ତାରିଖ ୨୦୨୨ ମସିହା(ଶୁକ୍ରବାର)*
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ନଭେମ୍ବର ମାସ ୨୫ ତାରିଖ ୨୦୨୨ ମସିହା(ଶୁକ୍ରବାର)*
*ଶକାବ୍ଦ -୧୯୪୪*
*ସମ୍ବତ -୨୦୭୯*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ଅନଳ*
*ମାର୍ଗଶିର-ଶୁକ୍ଳପକ୍ଷ*
*ତିଥି- ଦ୍ଵିତୀୟା ରାତି ଘ୧୦/୩୪ ଗତେ ତୃତୀୟା*
*ନକ୍ଷତ୍ର- ଜ୍ୟେଷ୍ଠା ସନ୍ଧ୍ୟା ଘ୦୫/୫୬ ଗତେ ମୂଳା*
*ଚନ୍ଦ୍ର- ବିଛା ସନ୍ଧ୍ୟା ଘ୦୫/୫୬ ଗତେ ଧନୁ*
*ଯୋଗ- ସୁକର୍ମା*
*କରଣ - ବାଳବ*
*ସୌରମାସ- ବିଛା ୧୦ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୫/୦୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୨/୫୦*
*✧═════•❁❀
*ଯୋଗିନୀ ଉତ୍ତରେ ରାତ୍ରି ଘ୧୦/୩୪ ଗତେ ଅଗ୍ନିକୋଣେ*
*ବିଛା,ଧନୁ ଓ ମୀନ ରାଶିର ଘାତବାର*
*ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା ଓ ବାରବେଳା - ଦିବା ଘ ୦୮/୪୮ ଗତେ ଘ୧୨/୩୨ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୫୦ ମଧ୍ୟେ ଓ ଘ୦୭/୪୦ ଗତେ ଘ୦୮/୪୭ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧
*ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
*✧═════•❁❀❁•═════✧*
*🌷ବଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
*✧═════•❁❀❁•═════✧*
*🌷ମଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
*✧═════•❁❀❁•═════✧*
*🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌷ସ˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
*✧═════•❁❀❁•═════✧*
*🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
*✧═════•❁❀❁•═════✧*
*🌷ତଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════✧*
*🌷ବଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════✧*
*🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════✧*
*🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌷କମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
*✧═════•❁❀❁•═════✧*
*🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।*
Comments
Post a Comment