ନଭେମ୍ବର ମାସ ୨୭ ତାରିଖ ୨୦୨୨ ମସିହା(ରବିବାର)
ହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ନଭେମ୍ବର ମାସ ୨୭ ତାରିଖ ୨୦୨୨ ମସିହା(ରବିବାର)*
*ଶକାବ୍ଦ -୧୯୪୪*
*ସମ୍ବତ -୨୦୭୯*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ଅନଳ*
*ମାର୍ଗଶିର-ଶୁକ୍ଳପକ୍ଷ*
*ତିଥି- ଚତୁର୍ଥୀ ରାତି ଘ୦୪/୩୯ ଗତେ ପଞ୍ଚମୀ*
*ନକ୍ଷତ୍ର- ପୂର୍ବା ଷାଢ଼। ଦିବା ଘ୦୧/୨୫ ଗତେ ଉତ୍ତରା ଷାଢ଼।*
*ଚନ୍ଦ୍ର- ଧନୁ ରାତ୍ରି ଘ୦୬/୫୪ ଗତେ ମକର*
*ଯୋଗ- ଗଣ୍ଡ*
*କରଣ - ବିଷ୍ଟି*
*ସୌରମାସ- ବିଛା ୧୨ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୬/୧୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୨/୪୦*
*✧═════•❁❀
*ଯୋଗିନୀ ନୈରୁତେ ଦିବା ଘ୦୪/୩୮ ଗତେ ଦକ୍ଷିଣେ*
*ସିଂହ ରାଶିର ଘାତଚନ୍ଦ୍ର*
*ମେଷ ରାଶିର ଘାତବାର*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା ଓ ବାରବେଳା - ଦିବା ଘ ୧୦/୧୧ ଗତେ ଘ୧୨/୫୬ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୫୪ ଗତେ ଘ୦୯/୧୬ ମଧ୍ୟେ ଓ ଘ୧୨/୫୯ ଗତେ ଘ୦୩/୪୨ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୨୮ ଗତେ ଘ୦୫/୦୨ ମଧ୍ୟେ
═✧*══•❁❀❁•═════✧
*ଅଦ୍ୟ ମୂଳା ଦିବା ଘ୦୪/୪୯ ଗତେ ଶ୍ରୀଫଳ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।
*✧═════•❁❀❁•═════✧*
*🌹ବଷ🌹👉: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
*✧═════•❁❀❁•═════✧*
*🌹ମଥୁନ🌹👉: ଆଜି କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।*
*✧═════•❁❀❁•═════✧*
*🌹କର୍କଟ🌹👉: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*
*✧═════•❁❀❁•═════✧*
*🌹ସ˚ହ🌹👉: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*
*✧═════•❁❀❁•═════✧*
*🌹କନ୍ୟା🌹👉: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*
*✧═════•❁❀❁•═════✧*
*🌹ତଳା🌹👉: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।*
*✧═════•❁❀❁•═════✧*
*🌹ବଛା🌹👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।*
*✧═════•❁❀❁•═════✧*
*🌹ଧନୁ🌹👉: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
*🌹ମକର🌹👉: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।*
*✧═════•❁❀❁•═════✧*
*🌹କମ୍ଭ🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।*
*✧═════•❁❀❁•═════✧*
*🌹ମୀନ🌹👉: ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*
*✧═════•❁❀❁•═════✧*
Comments
Post a Comment