ନଭେମ୍ବର ମାସ ୨୮ ତାରିଖ ୨୦୨୨ ମସିହା(ସୋମବାର)*
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ନଭେମ୍ବର ମାସ ୨୮ ତାରିଖ ୨୦୨୨ ମସିହା(ସୋମବାର)*
*ଶକାବ୍ଦ -୧୯୪୪*
*ସମ୍ବତ -୨୦୭୯*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ଅନଳ*
*ମାର୍ଗଶିର-ଶୁକ୍ଳପକ୍ଷ*
*ତିଥି- ପଞ୍ଚମୀ ଦିବା ଘ୦୧/୫୭ଗତେ ଷଷ୍ଠୀ*
*ନକ୍ଷତ୍ର- ଉତ୍ତରା ଷାଢ଼। ଦିବା ଘ୧୧/୨୫ ଗତେ ଶ୍ରାବଣ।*
*ଚନ୍ଦ୍ର- ମକର*
*ଯୋଗ- ବୃଦ୍ଧି*
*କରଣ - କୌଳଵ*
*ସୌରମାସ- ବିଛା ୧୩ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୭/୩୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୩୦*
*✧═════•❁❀
*ଯୋଗିନୀ ଦକ୍ଷିଣେ ଦିବା ଘ୦୧/୫୭ ଗତେ ପଶ୍ଚିମ*
*ସିଂହ ରାଶିର ଘାତଚନ୍ଦ୍ର*
*ମିଥୁନ ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା -ଦିବା ଘ ୦୭/୨୮ ଗତେ ଘ୦୮/୫୦ ମଧ୍ୟେ*
*ବାରବେଳା - ଦିବା ଘ ୦୨/୧୭ ଗତେ ଘ୦୩/୪୧ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୨୭ ମଧ୍ୟେ ଓ ଘ୦୯/୧୯ ଗତେ ଘ୧୧/୪୨ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧
*ଅଦ୍ୟ ଶ୍ରୀଫଳ ଦିବା ଘ୦୧/୫୭ ଗତେ ନିମ୍ୱ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।*
*✧═════•❁❀❁•═════✧*
*🌹ବଷ🌷👉–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।*
*✧═════•❁❀❁•═════✧*
*🌹ମଥୁନ🌷👉-ଏହି ରାଶିର ଲୋକମାନେ ପାଇଁ ଆଜିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।*
*✧═════•❁❀❁•═════✧*
*🌹କର୍କଟ🌷👉–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।*
*✧═════•❁❀❁•═════✧*
*🌹ସଂହ🌷👉– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।*
*✧═════•❁❀❁•═════✧*
*🌹କନ୍ୟା🌷👉– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।*
*✧═════•❁❀❁•═════✧*
*🌹ତଳା🌷👉–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।*
*✧═════•❁❀❁•═════✧*
*🌹ବଛା🌷👉–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।*
*✧═════•❁❀❁•═════✧*
*🌹ଧନୁ🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।*
*✧═════•❁❀❁•═════✧*
*🌹ମକର🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।*
*✧═════•❁❀❁•═════✧*
*🌹କମ୍ଭ🌷👉–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।*
*✧═════•❁❀❁•═════✧*
*🌹ମୀନ🌷👉–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।*
*✧═════•❁❀❁•═════✧*
Comments
Post a Comment