ନଭେମ୍ବର ମାସ ୨୪ ତାରିଖ ୨୦୨୨ ମସିହା(ଗୁରୁବାର)

 

*🌹🌼👉ମହାବୀର ପଞ୍ଜିକା👈🌼🌹*

 *ଅଦ୍ୟ ନଭେମ୍ବର ମାସ ୨୪ ତାରିଖ ୨୦୨୨ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୪* 

*ସମ୍ବତ -୨୦୭୯*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ଅନଳ*

*ମାର୍ଗଶିର-ଶୁକ୍ଳପକ୍ଷ*

*ତିଥି- ପ୍ରତିପଦ ରାତି ଘ୦୧/୩୭ ଗତେ ଦ୍ଵିତୀୟା*

*ନକ୍ଷତ୍ର- ଅନୁରାଧା ରାତ୍ରି ଘ୦୮/୧୧ ଗତେ ଜ୍ୟେଷ୍ଠା*

*ଚନ୍ଦ୍ର- ବିଛା*

*ଯୋଗ- ଅତିଗଣ୍ଡ*

*କରଣ - କିଂସ୍ତୁଗ୍ନ*

*ସୌରମାସ- ବିଛା ୦୯ ଦିନ* 

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୪/୩୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୦୦*

*✧═════•❁❀

*ଯୋଗିନୀ ପୂର୍ବେ ରାତ୍ରି ଘ୦୧/୩୭ ଗତେ ଉତ୍ତରେ*

*ତୁଳା ଓ କୁମ୍ଭ ରାଶିର ଘାତବାର*

 *ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ ୦୨/୧୬ଗତେ ଘ୦୫/୦୨ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୪୦ ମଧ୍ୟେ ଓ ରାତ୍ରି ଘ୦୫/୫୦ ଗତେ ଘ୦୯/୦୨ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ପାଣି କଖାରୁ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

    *✧═════•❁❀❁•═════✧*

*🌹ମେଷ🌹👉: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।* 

*✧═════•❁❀❁•═════✧*

 *🌹ବୃଷ🌹👉: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।* 

*✧═════•❁❀❁•═════✧*

*🌹ମିଥୁନ🌹👉: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।* 

*✧═════•❁❀❁•═════✧*

 *🌹କର୍କଟ🌹👉: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।* 

*✧═════•❁❀❁•═════✧*

 *🌹ସି˚ହ🌹👉: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।* 

*✧═════•❁❀❁•═════✧*

 *🌹କନ୍ୟା🌹👉: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।*

*✧═════•❁❀❁•═════✧*

 *🌹ତୁଳା 🌹 👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।* 

*✧═════•❁❀❁•═════✧*

 *🌹ବିଛା🌹👉: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।* 

*✧═════•❁❀❁•═════✧*

 *🌹ଧନୁ🌹👉: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।* 

*✧═════•❁❀❁•═════✧*

 *🌹ମକର🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।* 

*✧═════•❁❀❁•═════✧*

 *🌹କୁମ୍ଭ🌹👉: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।* 

*✧═════•❁❀❁•═════✧*

 *🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।*

*✧═════•❁❀❁•═════✧*


Comments

Popular posts from this blog

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୩ ମସିହା(ସୋମବାର)*ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୧ ତାରିଖ ୨୦୨୩ ମସିହା((ଗୁରୁବାର)