ଡିସେମ୍ବର ମାସ ୦୧ ତାରିଖ ୨୦୨୨ ମସିହା(ଗୁରୁବାର)*

 🌹🌼👉ମହାବୀର ପଞ୍ଜିକା👈🌼🌹*

 *✧═════•❁❀❁•═════✧*   

 *ଅଦ୍ୟ ଡିସେମ୍ବର ମାସ ୦୧ ତାରିଖ ୨୦୨୨ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୪* 

*ସମ୍ବତ -୨୦୭୯*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ଅନଳ*

*ମାର୍ଗଶିର-ଶୁକ୍ଳପକ୍ଷ*

*ତିଥି- ଅଷ୍ଟମୀ ଦିବା ଘ୦୭/୫୩ ଗତେ ନବମୀ*

*ନକ୍ଷତ୍ର- ଶତଭିଶା ଦିବା ଘ୦୭/୧୮ ଗତେ ପୂର୍ବ ଭାଦ୍ର*

*ଚନ୍ଦ୍ର- କୁମ୍ଭ ରାତ୍ରି ଘ୧୨/୫୫ ଗତେ ମୀନ*

*ଯୋଗ- ହର୍ଷଣ*

*କରଣ - ବବ*

*ସୌରମାସ- ବିଛା ୧୬ ଦିନ* 

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୮/୫୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୨/୫୫*

*✧═════•❁❀

*ଯୋଗିନୀ ଐଶାନ୍ୟେ ଦିବା ଘ୦୭/୫୩ ଗତେ ପୂର୍ବେ*

*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*

*ତୁଳା ଓ କୁମ୍ଭ ରାଶିର ଘାତବାର*

 *ନବମୀ  ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ ୦୨/୧୭ ଗତେ ଘ୦୫/୦୩ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା   ଘ୦୭/୪୫ ମଧ୍ୟେ ଓ ରାତ୍ରି ଘ୦୫/୫୩ ଗତେ ଘ୦୯/୦୨ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ନଡ଼ିଆ ଦିବା ଘ୦୭/୫୩ ଗତେ ଲାଉ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

        *✧═════•❁❀❁•═════✧*

*🌷ମେଷ🌷👉: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।*

*✧═════•❁❀❁•═════✧*

*🌷ବଷ🌷👉: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।*

*✧═════•❁❀❁•═════✧*

*🌷ମଥୁନ🌷👉: ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ।*

*✧═════•❁❀❁•═════✧*

*🌷କର୍କଟ🌷👉: ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ।*

*✧═════•❁❀❁•═════✧*

*🌷ସଂହ🌷👉: ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।*

*✧═════•❁❀❁•═════✧*

*🌷କନ୍ୟା🌷👉: ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ।*

*✧═════•❁❀❁•═════✧*

*🌷ତଳା🌷👉: ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।*

*✧═════•❁❀❁•═════✧*

*🌷ବଛା🌷👉: ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।*

*✧═════•❁❀❁•═════✧*

*🌷ଧନୁ🌷👉: ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ। ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ। ବୈବାହିକ ସମସ୍ୟାର ସମାଧାନ ହେବ।*

*✧═════•❁❀❁•═════✧*

*🌷ମକର🌷👉: ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି।*

*✧═════•❁❀❁•═════✧*

*🌷କମ୍ଭ🌷👉: ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ।*

*✧═════•❁❀❁•═════✧*

*🌷ମୀନ🌷👉: ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ। ମହିଳା ଏବଂ ପାଣିକୁ ସଂଭାଳିକିରି ରୁହନ୍ତୁ।*

*✧═════•❁❀❁•═════✧*

Comments

Popular posts from this blog

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୩ ମସିହା(ସୋମବାର)*ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୧ ତାରିଖ ୨୦୨୩ ମସିହା((ଗୁରୁବାର)