ଡିସେମ୍ବର ମାସ ୨୨ ତାରିଖ ୨୦୨୨ ମସିହା(ଗୁରୁବାର)

 ୨୨ ଡିସେମ୍ବର ୨୦୨୨ରେ ଗଣମାଧ୍ୟମରେ ପ୍ରକାଶିତ ଖବର

*🌹🌼👉ମହାବୀର ପଞ୍ଜିକା👈🌼🌹*

 *ଅଦ୍ୟ ଡିସେମ୍ବର ମାସ ୨୨ ତାରିଖ ୨୦୨୨ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୪* 

*ସମ୍ବତ -୨୦୭୯*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ଅନଳ*

*ପୌଷମାସ-କୃଷ୍ଣପକ୍ଷ*

*ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୭/୦୭ ଗତେ ଅମାବାସ୍ୟା*

*ନକ୍ଷତ୍ର- ଅନୁରାଧା ପ୍ରାତଃ ଘ୦୭/୦୫ ଗତେ ଜ୍ୟେଷ୍ଠା*

*ଚନ୍ଦ୍ର- ବିଛା ରାତ୍ରି ଘ୦୪/୩୩ ଗତେ ଧନୁ*

*ଯୋଗ- ଶୂଳ*

*କରଣ - ବିଷ୍ଟି*

*ସୌରମାସ- ଧନୁ ୦୭ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୨୧/୧୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୯/୪୭*

*✧═════•❁❀

*ଯୋଗିନୀ ପଶ୍ଚିମେ ରାତ୍ରି ଘ୦୭/୦୭ ଗତେ ଐଶାନ୍ୟେ*

*ତୁଳା ଓ କୁମ୍ଭ୍ ରାଶିର ଘାତଚନ୍ଦ୍ର*

*ତୁଳା ଓ କୁମ୍ଭ୍ ରାଶିର ଘାତବାର*

*ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ ୦୨/୨୮ ଗତେ ଘ୦୫/୧୦ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା  ଘ୦୭/୫୮ ମଧ୍ୟେ ଓ ରାତ୍ରି ଘ୦୫/୫୭ ଗତେ ଘ୦୯/୧୦ ମଧ୍ୟେ ଓ ଘ୧୧/୩୩ ଗତେ ଘ୦୨/୪୩ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ବିରି ରାତ୍ରି ୦୭/୦୬ ଗତେ ଆମିଷ  ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

    *✧═════•❁❀❁•═════✧*

*🌹ମେଷ🌹👉: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* 

*✧═════•❁❀❁•═════✧*

*🌹ବୃଷ🌹👉: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* 

*✧═════•❁❀❁•═════✧*

*🌹ମିଥୁନ🌹👉: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।* 

*✧═════•❁❀❁•═════✧*

*🌹କର୍କଟ🌹👉: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।*

*✧═════•❁❀❁•═════✧*

*🌹ସିଂହ🌹👉: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।* 

*✧═════•❁❀❁•═════✧*

*🌹କନ୍ୟା🌹👉: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।* 

*✧═════•❁❀❁•═════✧*

*🌹ତୁଳା🌹👉: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।* 

*✧═════•❁❀❁•═════✧*

*🌹ବିଛା🌹👉: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।* 

*✧═════•❁❀❁•═════✧*

*🌹ଧନୁ🌹👉: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।* 

*✧═════•❁❀❁•═════✧*

*🌹ମକର🌹👉: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।*

*✧═════•❁❀❁•═════✧*

*🌹କୁମ୍ଭ🌹👉: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।* 

*✧═════•❁❀❁•═════✧*

*🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।*

*✧═════•❁❀❁•═════✧*


Comments

Popular posts from this blog

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୩ ମସିହା(ସୋମବାର)*ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୧ ତାରିଖ ୨୦୨୩ ମସିହା((ଗୁରୁବାର)