ଫେବୃୟାରୀ ମାସ ୨୨ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

 

ଆଜି ଗଣମାଧ୍ୟମରେ ପ୍ରକାଶିତ ଖବର ଜାଣିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ

https://todaynewspaperlink.blogspot.com/

🌹🌼👉ମହାବୀର ପଞ୍ଜିକା👈🌼🌹*

 *✧═════•❁❀❁•═════✧*   

 *ଅଦ୍ୟ ପ୍ରେବୃଆରୀ ମାସ ୨୨ ତାରିଖ ୨୦୨୩ ମସିହା(ବୁଧବାର)*

*ଶକାବ୍ଦ -୧୯୪୪* 

*ସମ୍ବତ -୨୦୭୯*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ଅନଳ*

*ଫାଲଗୁନମାସ-ଶୁକ୍ଳପକ୍ଷ*

*ତିଥି- ତୃତୀୟା ରାତ୍ରି ଘ୦୩/୪୯ ଗତେ ଚତୁର୍ଥୀ* 

*ନକ୍ଷତ୍ର-ପୁର୍ବଭାଦ୍ର ଦିବା ଘ୦୭/୨୮ ଗତେ ଉତ୍ତରଭାଦ୍ର*

*ଚନ୍ଦ୍ର- ମୀନ* 

*ଯୋଗ-ସାଧ୍ୟ*

*କରଣ - ତୈତିଳ*

*ସୌରମାସ- କୁମ୍ଭ ୧୦ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୧୫/୫୮*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/୦୯*

*✧═════•❁❀

*ଯୋଗିନୀ ଅଗ୍ନିକୋଣେ  ରାତ୍ରି ଘ୦୩/୪୯ ଗତେ ନୈରୁତେ*

*ଧନୁ ରାଶିର ଘାତଚନ୍ଦ୍ର*

*କର୍କଟ ରାଶିର ଘାତବାର*

*ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା -ଦିବା ଘ୦୯/୦୭ ଗତେ ଘ୧୦/୩୪ ମଧ୍ୟେ*

*ବାରବେଳା - ଦିବା ଘ୧୧/୫୭ ଗତେ ଘ୦୧/୨୬ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୫୧ ମଧ୍ୟେ ଓ  ଘ୦୧/୨୭ ଗତେ ଘ୦୨/୧୫ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୩୯  ଗତେ ଘ୦୫/୪୫ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ପୋଟଳ  ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

        *✧═════•❁❀❁•═════✧*

*🌷ମେଷ🌷👉: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।* 

*✧═════•❁❀❁•═════✧*

*🌷ବୃଷ🌷👉: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।* 

*✧═════•❁❀❁•═════✧*

*🌷ମିଥୁନ🌷👉: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ  ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।* 

*✧═════•❁❀❁•═════✧*

*🌷କର୍କଟ🌷👉: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।* 

*✧═════•❁❀❁•═════✧*

*🌷ସି˚ହ🌷👉: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।* 

*✧═════•❁❀❁•═════✧*

*🌷କନ୍ୟା🌷👉: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।* 

*✧═════•❁❀❁•═════✧*

*🌷ତୁଳା🌷👉: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।* 

*✧═════•❁❀❁•═════✧*

*🌷ବିଛା🌷👉: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।* 

*✧═════•❁❀❁•═════✧*

*🌷ଧନୁ🌷👉: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।* 

*✧═════•❁❀❁•═════✧*

*🌷ମକର🌷👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।* 

*✧═════•❁❀❁•═════✧*

*🌷କୁମ୍ଭ🌷👉: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।* 

*✧═════•❁❀❁•═════✧*

*🌷ମୀନ🌷👉:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।*

*✧═════•❁❀❁•═════✧

Comments

Popular posts from this blog

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୩ ମସିହା(ସୋମବାର)*ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୧ ତାରିଖ ୨୦୨୩ ମସିହା((ଗୁରୁବାର)