ଫେବୃୟାରୀ ମାସ ୧୬ ତାରିଖ ୨୦୨୩ ମସିହା(ଗୁରୁବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

 

ଆଜି ଗଣମାଧ୍ୟମରେ ପ୍ରକାଶିତ ଖବର ଜାଣିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ

https://todaynewspaperlink.blogspot.com/

*🌹🌼👉ମହାବୀର ପଞ୍ଜିକା👈🌼🌹*

 *ଅଦ୍ୟ ପ୍ରେବୃଆରୀ ମାସ ୧୬ ତାରିଖ ୨୦୨୩ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୪* 

*ସମ୍ବତ -୨୦୭୯*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ଅନଳ*

*ଫାଲଗୁନମାସ-କୃଷ୍ଣପକ୍ଷ*

*ତିଥି- ଏକାଦଶୀ ରାତ୍ରି ଘ୦୨/୩୯ ଗତେ ଦ୍ଵାଦଶୀ* 

*ନକ୍ଷତ୍ର-ମୂଳା ରାତ୍ରି ଘ୧୧/୧୩ଗତେ ପୂର୍ବାଷାଢା*

*ଚନ୍ଦ୍ର- ବିଛା ରାତ୍ରି ଘ୧୨/୧୪ଗତେ ଧନୁ*

*ଯୋଗ-ହର୍ଷଣ*

*କରଣ - ବବ*

*ସୌରମାସ- କୁମ୍ଭ ୦୪ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୧୯/୧୩*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୨/୫୯*

*✧═════•❁❀

*ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୦୨/୩୯ ଗତେ ନୈରୁତେ*

*ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର*

*ତୁଳା ଓ କୁମ୍ଭ ରାଶିର ଘାତବାର*

*ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୨/୫୫ ଗତେ ଘ୦୫/୪୫ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ରାତ୍ରି ଘ୧୨/୫୫ ଗତେ ଘ୦୩/୨୦ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୫୪ ମଧ୍ୟେ ଓ ଘ୧୧/୦୫ ଗତେ ଘ୦୧/୩୦ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ଶିମ୍ବ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

    *✧═════•❁❀❁•═════✧*

*🌹ମେଷ🌷👉 : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।*

*✧═════•❁❀❁•═════✧*  

*🌹ବୃଷ🌷👉 : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।*

*✧═════•❁❀❁•═════✧*  

*🌹ମିଥୁନ🌷👉 : ପୂର୍ବରୁ ବିରୁଦ୍ଧରେ  ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।*

*✧═════•❁❀❁•═════✧*  

*🌹କର୍କଟ🌷👉 : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।*

*✧═════•❁❀❁•═════✧*  

*🌹ସିଂହ 🌷👉: ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।*

*✧═════•❁❀❁•═════✧*  

*🌹କନ୍ୟା🌷👉 : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।*

*✧═════•❁❀❁•═════✧*  

*🌹ତୁଳା🌷👉 : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।*

*✧═════•❁❀❁•═════✧*  

*🌹ବିଛା🌷👉 : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।*

*✧═════•❁❀❁•═════✧*  

*🌹ଧନୁ🌷👉 : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।*

*✧═════•❁❀❁•═════✧*  

*🌹ମକର🌷👉 : ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।*

*✧═════•❁❀❁•═════✧*  

*🌹କୁମ୍ଭ🌷👉 : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।*

*✧═════•❁❀❁•═════✧*  

*🌹ମୀନ🌷👉 : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।*



Comments

Popular posts from this blog

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୩ ମସିହା(ସୋମବାର)*ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୧ ତାରିଖ ୨୦୨୩ ମସିହା((ଗୁରୁବାର)