ଫେବୃୟାରୀ ମାସ ୨୪ ତାରିଖ ୨୦୨୩ ମସିହା(ଶୁକ୍ରବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

 

ଆଜି ଗଣମାଧ୍ୟମରେ ପ୍ରକାଶିତ ଖବର ଜାଣିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ

https://todaynewspaperlink.blogspot.com/


🌹🌼👉ମହାବୀର ପଞ୍ଜିକା👈🌼🌹*
 *✧═════•❁❀❁•═════✧*   
 *ଅଦ୍ୟ ପ୍ରେବୃଆରୀ ମାସ ୨୪ ତାରିଖ ୨୦୨୩ ମସିହା(ଶୁକ୍ରବାର)*
*ଶକାବ୍ଦ -୧୯୪୪* 
*ସମ୍ବତ -୨୦୭୯*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ଅନଳ*
*ଫାଲଗୁନମାସ-ଶୁକ୍ଳପକ୍ଷ*
*ତିଥି- ପଞ୍ଚମୀ ରାତ୍ରି ଘ୧୨/୩୭ ଗତେ ଷଷ୍ଠୀ* 
*ନକ୍ଷତ୍ର-ଅଶ୍ଵିନୀ  ରାତ୍ରି  ଘ୦୪/୦୫ ଗତେ ଦ୍ଵିଜା*
*ଚନ୍ଦ୍ର- ମେଷ*
*ଯୋଗ-ଶୁକ୍ଳ*
*କରଣ - ବବ*
*ସୌରମାସ- କୁମ୍ଭ ୧୨ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୧୪/୧୮*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/୪୯*
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୨/୩୭ ଗତେ ପଶ୍ଚିମ*
*ମେଷ ରାଶିର ଘାତଚନ୍ଦ୍ର*
*ବିଛା,ଧନୁ ଓ ମୀନ ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା ଓ ବାରବେଳା - ଦିବା ଘ୦୯/୦୫ ଗତେ ଘ୧୧/୫୮ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୫୦ ମଧ୍ୟେ ଓ ଘ୦୮/୩୭  ଗତେ ଘ୦୯/୦୪ ମଧ୍ୟେ  ଓ ଘ୦୧/୨୫ ଗତେ ଘ୦୩/୦୨ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି  ଘ୧୦/୩୫  ଗତେ ଘ୧୧/୨୫ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ବେଲ  ଭକ୍ଷଣ ନିଷେଧ*
*═✧*══•❁❀❁•═════✧
 *ଡ:ବାୟୁନନ୍ଦନ ମିଶ୍ର*  
 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*  
*🌼🌹꧁ ଆଜିର ରାଶିଫଳ꧂🌹🌼*
        *✧═════•❁❀❁•═════✧*

*🌹ମେଷ 🌹 ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।* 

 *🌹ବୃଷ 🌹ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*

 *🌹ମିଥୁନ 🌹ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।* 

 *🌹କର୍କଟ🌹କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ ।* 

 *🌹ସିଂହ 🌹 ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।* 

 *🌹କନ୍ୟା🌹 ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ  । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।* 

 *🌹ତୁଳା 🌹 ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।* 

 *🌹ବିଛା 🌹 କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।* 

 *🌹ଧନୁ 🌹 କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।* 

 *🌹ମକର 🌹ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ।   କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।* 

 *🌹କୁମ୍ଭ 🌹ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*

*🌹ମୀନ 🌹 ଆକସ୍ମିକ ଧନଲାଭ ଓ କୌଣସି  ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି‌ ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*

 *ଅଦ୍ୟ ପ୍ରେବୃଆରୀ ମାସ ୨୩ ତାରିଖ ୨୦୨୩ ମସିହା(ଗୁରୁବାର)*

Comments

Popular posts from this blog

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୩ ମସିହା(ସୋମବାର)*ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ବୁଧବାର)ର ତିଥି, ବାର, ନକ୍ଷେତ୍ର ଓ ରାଶୀଫଳ

ସେପ୍ଟେମ୍ବର ମାସ ୨୧ ତାରିଖ ୨୦୨୩ ମସିହା((ଗୁରୁବାର)